ରାଜଧାନୀରେ ସୁନା ଦର କେତେ ! ଜାଣନ୍ତୁ ଆଉ କିଣନ୍ତୁ

ରାଜଧାନୀରେ ସୁନା ଦର କେତେ ! ଜାଣନ୍ତୁ ଆଉ କିଣନ୍ତୁ

ବେଙ୍ଗାଲୁରୁରେ ମଧ୍ୟ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଯଥାକ୍ରମେ ୬୦,୫୯୦ ଟଙ୍କା ଓ ୬୬,୧୦୦ ଟଙ୍କା ରହିଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଯଥାକ୍ରମେ ୬୦,୫୯୦ ଟଙ୍କା ଓ ୬୬,୧୦୦ ଟଙ୍କା ରହିଛି। ରାଜଧାନୀ ଦିଲ୍ଲୀରେ ସୁନା ଦର ବଢିଛି । ୧୦ ଗ୍ରାମ ସୁନା ଦର ଯଥାକ୍ରମେ ୬୦,୭୪୦ ଟଙ୍କା ଓ ୬୬,୨୫୦ ଟଙ୍କା ରହିଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୦,୫୯୦ ଟଙ୍କା ଓ ୬୬,୧୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ବୃଦ୍ଧି ପାଇଛି । ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ୍ ପ୍ରତି ୬୧,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୬.୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । 

ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ଏବେ ୬୦,୫୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୧୦୦ ଟଙ୍କା ରହିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦,୫୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୧୦୦ ଟଙ୍କା ରହିଛି । :

ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୦,୫୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୬,୧୦୦ ଟଙ୍କା ରହିଛି ।